କେନ୍ଦୁଝରରେ ବର୍ଷିଲେ ମୁଖ୍ୟମନ୍ତ୍ରୀ
by Argus News
Mon, Jun 24 | 6:58 a.m.

ଅର୍ଗସ ବ୍ୟୁରୋ:  କେନ୍ଦୁଝରରେ ବର୍ଷିଲେ ମୁଖ୍ୟମନ୍ତ୍ରୀ । ନାଁ ନ ନେଇ ପୂର୍ଵ ସରକାରର ସୁପର ସିଏମଙ୍କ ସହ ନେତାଙ୍କ ପୋଲ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ। ନିଜକୁ କ୍ରୀତଦାସ ବୋଲାଉଥିବା ଲୋକ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ । ମୋତେ ମନ୍ତ୍ରୀ ପଦ ଓ ଖଣି ଦେବାର ଲୋଭ ଦେଖାଇ ଥିଲେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଖଣି ଲୁଟେରା ମାନଙ୍କୁ ଜେଲ ଯିବାକୁ ହେବ ବୋଲି କେନ୍ଦୁଝର ଷ୍ଟାଡିଅମରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦୁଝର ବିକାଶର ପ୍ରତିଶ୍ରୁତି ଦେବା ସହ ମୁଁ ମୁଖ୍ୟମନ୍ତ୍ରୀ ନୁହେଁ, ଆପଣଙ୍କ ମୁଖ୍ୟ ସେବକ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ଘନ କୁହୁଡ଼ି
17m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
34m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
42m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ