ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ 
by Argus News
Thu, Jun 13 | 12:56 p.m.

ପୁରୀ : ପୁରୀ ଜିଲ୍ଲା ସୁଆଣ୍ଡୋରେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ଗୋପବନ୍ଧୁଙ୍କ ଗାଁ ବୁଲିବା ସହ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି ।

ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା