ରାଜ୍ୟ ଅତିଥି ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
by Argus News
Sat, Jun 15 | 2:40 p.m.

ଅର୍ଗସ ବ୍ୟୁରୋ:  ମୁଖ୍ୟମନ୍ତ୍ରୀଙ୍କର ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଲୋକଙ୍କ ସେବା ସହ ସେମାନଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ପୋଲିସ ଡିଜି କହିଛନ୍ତି । ପୂର୍ବରୁ ମୁ୍ଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଡିଏସ କୁଟ୍ଟେଙ୍କୁ ପୋଲିସ ଡିଜିଙ୍କ ସହ ବିଭିନ୍ନ ଜିଲ୍ଲାର ଏସପି ମାନେ ରିପୋର୍ଟ କରୁଥିଲେ । ଦଳୀୟ ଆଧାରରେ ଏସପି ମାନେ ବିଜେଡି ପାଇଁ କାର୍ଯ୍ୟ କରୁଥିବା ନିର୍ବାଚନ ସମୟରେ ଅଭିଯୋଗ ହୋଇଛି ।

ଏସପି ମାନେ ଜିଲ୍ଲାସ୍ତରରେ ବିଜେଡିର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଥିଲା । ଏସପିମାନେ ପୋଲିସ ଡିଜିଙ୍କୁ ରିପୋର୍ଟ କରିବା ପରିବର୍ତ୍ତେ ଡିଏସ କୁଟ୍ଟେଙ୍କୁ ରିପୋର୍ଟ କରୁଥିବା ସଂଗୀନ ଅଭିଯୋଗ ଆସଛି । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ କୁଟ୍ଟେଙ୍କୁ ନିଲମ୍ବନ କରାଯାଇଥିଲା ।  ଏପ୍ରସଙ୍ଗରେ କିନ୍ତୁ ପୋଲିସ ଡିଜି କୌଣସି ପ୍ରତିକ୍ରି୍ୟା ଦେଇନାହାନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

SPECIAL MARRIAGE
5m ago
ନିଆରା ବାହାଘର, ଏଇଠି ଝିଅ ନୁହେଁ ପୁଅ ଯାଏ ଶାଶୂଘର
ଅର୍ଗସ ବ୍ୟୁରୋ: ଭାରତ ଏମିତି ଏକ ଦେଶ ଯେଉଁଠି ପ୍ରତି ରାଜ୍ୟ କାହିଁକି ବରଂ ପ୍ରତି ଜିଲ୍ଲାରେ କିଛି ନା କିଛି ପରମ୍ପରା ରହିଛି । ପୂର୍ବପୁରୁଷଙ୍କ ଦ୍ଵାରା ଆରମ୍ଭ ହୋଇଥିବା ପରମ୍ପରାକୁ ଆଜ
NAVEEN PATNAIK
9m ago
ସ୍ଥିତି ସମ୍ଭାଳିବାକୁ ନବୀନ ଡାକିଲେ ମିଟିଂ, ସବୁ ଓଲଟପାଲଟ ହେଲା...
ଅର୍ଗସ ବ୍ୟୁରୋ: ୨୪ ବର୍ଷର ଶାସନ ପରେ ଶାସକ ଦଳରୁ ଯାଇ ବିରୋଧୀ ଦଳରେ ବସିଲା ବିଜେଡି । କ୍ଷମତା ଚାଲିଯିବା ପରେ ଏବେ ଚିନ୍ତାରେ ନେତା ଓ କର୍ମୀ । କାରଣ ନିର୍ବାଚନରେ ବିଜେଡି ହାରିବା ପର
ଯକୃତ
12m ago
ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ
ଅର୍ଗସ ବ୍ୟୁରୋ: ଦେଶରେ ୬୬ ପ୍ରତିଶତ ମୃତ୍ୟୁର କାରଣ ଯକୃତ । ଭାରତରେ ମୁଖ୍ୟତଃ ମେଦବହୁଳତା ସମସ୍ୟା ଯୋଗୁଁ ଅଣସଂକ୍ରାମକ ରୋଗ ଓ ମୃତ୍ୟୁ ବଢିବାରେ ଲାଗିଛି । ଏଥିରେ ଯକୃତ ସ୍ବାସ୍ଥ୍ୟ ଏ