କଟକ ପ୍ରସିଦ୍ଧ ଦୁର୍ଗାପୂଜା ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ
by Argus News
Sat, Oct 12 | 9:58 a.m.

ଅର୍ଗସ ବ୍ୟୁରୋ:ପବିତ୍ର ମହାନବମୀ ଉପଲକ୍ଷେ କଟକ ପ୍ରସିଦ୍ଧ ଦୁର୍ଗାପୂଜା ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩୦ରୁ ଅଧିକ ମଣ୍ଡପ ବୁଲିବା ସହ ନେବେ ମାଆଙ୍କ ଆଶିଷ।ଅପରାହ୍ନ ୪ଟାରେ କେନ୍ଦୁଝର ଅଭିମୁଖେ ବାହାରିବେ ମୁଖ୍ୟମନ୍ତ୍ରୀ । ଆଜିଠୁ ତିନି ଦିନିଆ କେନ୍ଦୁଝର ଗସ୍ତରେ ଯାଇ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରି ଆଶିଷ ନେବେ । ଗତକାଲି ମହାଷ୍ଟମୀରେ ଭୁବନେଶ୍ଵରର ବିଭିନ୍ନ ମେଢ଼ ବୁଲିଥିବା ବେଳେ ଆଜି କଟକରେ ମାଆଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବେ ମୁଖ୍ୟମନ୍ତ୍ରୀ
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର