ବଦଳିଲା ଲକ୍ଷ୍ମୀ ବସର ରଙ୍ଗ, ସବୁଜରୁ ହେଲା ଗେରୁଆ
by Argus News
Tue, Jul 02 | 12:24 p.m.

ଅର୍ଗସ ବ୍ୟୁରୋ: ଲକ୍ଷ୍ମୀ ବସର ହେଲା ରୂପାନ୍ତରୀକଣ । ସବୁଜରୁ ଗେରୁଆ ହୋଇଛି ବସର ରଙ୍ଗ । ଢେଙ୍କାନାଳରେ ବସଷ୍ଚାଣ୍ଡରେ ଥିବା ୨୮ଟି ବସର ରଙ୍ଗ ବଦଳିଛି । 

ସରକାର ବଦଳିବା ପରେ ଏହି ବସ ସେବାର ଭବିଷ୍ୟତକୁ ନେଇ ଚର୍ଚ୍ଚା ହେଉଥିଲା । ଏହାରି ଭିତରେ କିନ୍ତୁ ସେବା ଚାଲୁ ରହିବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି । ଏହାର ନାମ କିନ୍ତୁ ମୁଖ୍ୟମନ୍ତ୍ରୀ ବସ୍ ସେବା ଭାବେ ପରିବର୍ତ୍ତନ ହେବ ବୋଲି ସ୍ପଷ୍ଟ କରିଛନ୍ତି। କମ୍ ପଇସାରେ ପଞ୍ଚାୟତରୁ ସହରକୁ ଯୋଡ଼ିବା ପାଇଁ ତତ୍କାଳୀନ ନବୀନ ସରକାର ଏହି ବସ୍ ସେବାର ଶୁଭାରମ୍ଭ କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 


 

ବିଶ୍ୱ ବିଜେତା
12m ago
ବିଶ୍ୱ ବିଜେତା ଭାରତୀୟ ଦଳକୁ ମିଳିଲା ମାଳଦ୍ୱୀପର ନିମନ୍ତ୍ରଣ
ଅର୍ଗସ ବ୍ୟୁରୋ: ଟି-୨୦ କ୍ରିକେଟ ବିଶ୍ବକପ ବିଜେତା ଭାରତୀୟ ଦଳକୁ ମାଳଦ୍ବୀପ ଆମନ୍ତ୍ରଣ କରାଯାଇଛି। ଭାରତର ବିଶ୍ବକପ ବିଜୟକୁ ସେଲିବ୍ରେଟ କରିବାପାଇଁ ମାଳଦ୍ବୀପର ପର୍ଯ୍ୟଟନ ବିଭାଗ
ଆସନ୍ତା ୧୯ ଓ ୨୦ରେ
15m ago
ଆସନ୍ତା ୧୯ ଓ ୨୦ରେ ପୁରୀରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ହେବା ନେଇ ସୂଚନା
ଅର୍ଗସ ବ୍ୟୁରୋ: ସଂଗଠନ ଉପରେ ଅଧିକ ଗୁରୁତ୍ୱ ଦେଉଛି ବିଜେପି। ରାଜ୍ୟରେ ସରକାର ଗଠନ କରିବା ପରେ ବିଜେପି ପ୍ରଥମ କାର୍ଯ୍ୟକାରିଣୀ ବୈଠକ କରିବାକୁ ଯାଉଛି । ପୁରୀରେ ଆସନ୍ତା ୧୯ ଓ ୨୦ ତାରିଖର
ଶ୍ରୀଲଙ୍କା କ୍ରିକେଟ୍
30m ago
ଶ୍ରୀଲଙ୍କା କ୍ରିକେଟ୍ ଦଳର କୋଚ୍ ହେବେ ସନଥ ଜୟସୁରିୟା
ଅର୍ଗସ ବ୍ୟୁରୋ: ଟି-୨୦ ବିଶ୍ବକପ ୨୦୨୪ରେ ନିରାଶ ଜନକ ପ୍ରଦର୍ଶନ ପରେ ଶ୍ରୀଲଙ୍କାର ମୁଖ୍ୟ କୋଚ କ୍ରିସ ସିଲଭରଉଡ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନ ନେବାକ