ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ
by Argus News
Sat, Oct 05 | 1:32 p.m.

ଅର୍ଗସ ବ୍ୟୁରୋ:  ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ । ମାମଲାର ତଦନ୍ତ କରିବେ ଡିଏସ୍‌ପି ରଜତ କୁମାର ରାୟ । ପୂର୍ବରୁ ଘଟଣାରେ ଗୋଛାପଡ଼ା ଥାନାର SI, ହାବିଲଦାର ନିଲମ୍ବିତ ହୋଇଛନ୍ତି । ଅବହେଳା ପାଇଁ 3 ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଗତ 28 ତାରିଖରେ ଘାଟି ତଳୁ ଯୁବକ ଜେଷ୍ଠ ବଣ୍ଡକୀଙ୍କ ମୃତଦେହ ମିଳିଥିଲା । ପୋଲିସ ପିଟିପିଟି ମାରିବା ପରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

NIA RAID
18m ago
ଟେରର୍ ଫଣ୍ଡିଂ ମାମଲାରେ ୫ ରାଜ୍ୟରେ ତଲାସି ଜାରି
ଅର୍ଗସ ବ୍ୟୁରୋ: ଏନ୍ଆଇଏର ବଡ଼ ଆକ୍ସନ୍ । ଟେରର୍ ଫଣ୍ଡିଂ ମାମଲାରେ ଦିଲ୍ଲୀ, ୟୁପି, ମହାରାଷ୍ଟ୍ର, ଜମ୍ମୁ କାଶ୍ମୀର ସମେତ ୫ ରାଜ୍ୟରେ ତଲାସି ଜାରି । ଏହି ସମସ୍ତ ରାଜ୍ୟର ୨୨ଟି ଲୋକେସନରେ ରେଡ
ଲକ୍ଷ୍ମୀ ମାଝୀ ଫାଇଲ୍
30m ago
ଲକ୍ଷ୍ମୀ ମାଝୀ ଫାଇଲ୍ ଖୋଲିଦେବ ବିଜେଡି ନେତାଙ୍କ ମୁଖା,ଚାପିଥିଲେ ନବୀନ,ଖୋଲିବେ ମୋହନ
ଅର୍ଗସ ବ୍ୟୁରୋ:ଲକ୍ଷ୍ମୀ ମାଝୀ ଫାଇଲ୍ ଖୋଲିଦେବ ଅସଲ ମୁଖା,ଟେନସନରେ ବିଜେଡି ନେତା।ଡିସେମ୍ବର ୨୧, ୨୦୨୩ କେବଳ ରାୟଗଡା ନୁହେଁ, ସାରା ରାଜ୍ୟରେ ଖେଳିଗଲା ଚାଞ୍ଚଲ୍ୟ । ରାୟଗଡା ଚନ୍ଦ୍ରପୁ
ଫ୍ରୀଜ୍‌ ପାଣି
52m ago
ଫ୍ରୀଜ୍‌ ପାଣି ଶରୀର ପାଇଁ ସାଙ୍ଘାତିକ୍‌
ନୂଆଦିଲ୍ଲୀ: ପ୍ରବଳ ଗରମରେ ଟିକେ ଇଛା ହେଉଥିବ ଫ୍ରୀଜ୍‌ ଖୋଲି ଥଣ୍ଡା ପାଣି ପିଇବା ପାଇଁ। ଏପରି ଇଛା ପ୍ରାୟତଃ ସମସ୍ତଙ୍କର ହେଉଥିବ। କିନ୍ତୁ ଏପରି ଇଛ