ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର
by Argus News
Mon, Sep 16 | 2:32 p.m.

ଅର୍ଗସ ବ୍ୟୁରୋ: ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଆଳି ଥାନା ଇଛାପୁର ଗ୍ରାମର ଅଜାମ୍ବର ନାୟକଙ୍କୁ ନଦୀରୁ ଝାମ୍ପିନେଲା କୁମ୍ଭୀର । ଖରାସ୍ରୋତା ନଦୀ ସହିତ ସଂଯୁକ୍ତ ଥିବା ତଅଁଳାଡିହା ଯୋର ପାର୍‌ କରି ମଇଁଷି ନେଇ ଯାଉଥିବା ବେଳେ କୁମ୍ଭୀର ଝାମ୍ପିନେଇଛି l ନଦୀରେ ଖୋଜାଖୋଜା ଜାରି ରଖିଛନ୍ତି ସ୍ଥାନୀୟ ଲୋକ  ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ