କବାଟରେ ଲାଗିଛି ମୃତଦେହ, ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର
by Argus News
Sun, Apr 21 | 5:23 p.m.

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବାରିହାପୁର ଗାଁରେ ବଧୂ ହତ୍ୟା ଅଭିଯୋଗ। ହତ୍ୟା କରି କବାଟରେ ଟାଙ୍ଗି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।ମୃତକ ପରଜଙ୍ଗ ଥାନା ବାରିହାପୁର ଗାଁର ମଞ୍ଜୁଲତା ପ୍ରଧାନ। ମଞ୍ଜୁଲତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆ ଯାଉଥିବା କହିଛନ୍ତି ପରିବାର ଲୋକେ। ଆଜି ତାଙ୍କର ମୃତ ଦେହ ଘର କବାଟରେ ଝୁଲୁଥିବାର ଦେଖିବାକୁ ମିଳିଛି। ତେବେ ମଞ୍ଜୁଲତାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

ଅଧିକ ପଢନ୍ତୁ ଓଡିଶା ଖବର

ମାତ୍ର ମଞ୍ଜୁଲତାଙ୍କ ସ୍ୱାମୀ ଆନନ୍ଦ ପ୍ରଧାନ ଏବଂ ତାଙ୍କ ପରିବାର ଲୋକେ ଦୀର୍ଘ ଦିନ ହେବ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି । ଏପରିକି ଗତ ବର୍ଷେ ତଳେ ମଞ୍ଜୁଲତାଙ୍କ ପୁଅ ଆତ୍ମହତ୍ୟା କରିଥିଲେ।ଆଜି ସେ ନିଜେ ଟଳି ପଡିଛନ୍ତି। ଏ ନେଇ ଅଭିଯୋଗ ପରେ ଘଟଣା ସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛି।

VILLAGE
now
ଡ଼ୁମଡୁମୀ ଗାଁରେ ଆଜି ବି ବିକାଶ ଅପହଞ୍ଚ
ଅର୍ଗସ ବ୍ୟୁରୋ: ପାହାଡ ତଳେ ଅସହାୟ ଡ଼ୁମଡୁମୀ। ଗାଁର ଅବସ୍ଥା ଦେଖିଲେ ଲାଗିବ ସତେ ଯେମିତି ପାହାଡର ଚଟ୍ଟାଣ ଡେଇଁ ପହଞ୍ଚି ପାରିନି ବିକାଶ। ମନ୍ତ୍ରୀ ଟୁକୁନୀ ସାହୁ ଘର ଠାରୁ ମାତ୍ର 10
STRUGGLE
13m ago
ଗୋଟିଏ ପଟେ ଜୀବନ ଆଉ ଗୋଟେ ପଟେ ସଂଗ୍ରାମ
ଅର୍ଗସ ବ୍ୟୁରୋ: ଗୋଟିଏ ପଟେ ଜୀବନ ଆଉ ଗୋଟେ ପଟେ ଜୀବନ ପାଇଁ ସଂଗ୍ରାମ। ଏଥିରେ ବାଜିରେ ପଡିଛି ଜୀବନ। କେମିତି ବିପଦ ସଂଙ୍କୁଳ ଅବସ୍ଥାରେ ପିଇବା ପାଣି ସଂଗ୍ରହ କରୁଛନ୍ତି ମହିଳା
METEOROLOGICAL
26m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା