ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର
by Argus News
Tue, Dec 05 | 11:25 a.m.

ଭୁବନେଶ୍ବର : ପ୍ରେମିକା ଘର ଭିତରୁ ପ୍ରେମିକ ର ମୃତଦେହ ଉଦ୍ଧାର ।ମୃତ ଯୁବକ ଜଣକ ହେଉଛନ୍ତି ପପୁନି ସ୍ୱାଇଁ । ନିମାପଡା ଅଞ୍ଚଳରେ ପପୁନିଙ୍କ ଘର । ସେ ପିଏଚଡି ମିସ୍ତ୍ରୀ ଭାବେ କାମ କରୁଥିଲେ ।

ଅଧିକ ପଢନ୍ତୁ ଓଡିଶା ଖବର 

 ଆଜି ସକାଳେ ଭୁବନେଶ୍ବର ଆସି ଶିଶୁପାଳଗଡ଼ ପ୍ରେମିକା ଘରେ ରହିଥିଲେ । ଘଟଣା ସ୍ଥଳରେ ଧଉଳି ପୋଲିସ ପହଂଚି ଶବକୁ ଜବତ କରିଛି ।  ଯୁବକଙ୍କ ମୃତ୍ୟୁର କାରଣ ଖୋଜୁଛି ପୋଲିସ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ