ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର
by Argus News
Sat, Oct 05 | 10:18 a.m.

ଅର୍ଗସ ବ୍ୟୁରୋ: ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ । ମାମଲାର ତଦନ୍ତ କରିବେ ଡିଏସ୍‌ପି ରଜତ କୁମାର ରାୟ । ପୂର୍ବରୁ ଘଟଣାରେ ଗୋଛାପଡ଼ା ଥାନାର SI, ହାବିଲଦାର ନିଲମ୍ବିତ ହୋଇଛନ୍ତି । ଅବହେଳା ପାଇଁ 3 ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଗତ 28 ତାରିଖରେ ଘାଟି ତଳୁ ଯୁବକ ଜେଷ୍ଠ ବଣ୍ଡକୀଙ୍କ ମୃତଦେହ ମିଳିଥିଲା । ପୋଲିସ ପିଟିପିଟି ମାରିବା ପରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା ।

 ଅଧିକ ପଢନ୍ତୁ ଓଡିଶା ଖବର...

EXAM
22m ago
ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ପରୀକ୍ଷା
ଅର୍ଗସ ବ୍ୟୁରୋ: ଯୁକ୍ତ ୨ ପରୀକ୍ଷା ପାଇଁ ଆନୁମାନିକ ତାରିଖ ଧାର୍ଯ୍ୟ । ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ହୋଇପାରେ ମେନ୍ ପରୀକ୍ଷା
ଆତଙ୍କ ରଚିଲେ
48m ago
କମିସନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ଆତଙ୍କ ରଚିଲେ ଯୁବକ
ଭୁବନେଶ୍ୱର: ପାର୍ବଣ ପୂର୍ବରୁ କମିସନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ । ରସୁଲଗଡ ଓଭରବ୍ରିଜରେ ପାୱାର ସୋ । ଆତଙ୍କ ରଚିଲେ ଯୁବକ । ଦୀର୍ଘ ଘଣ୍ଟାଏ ଧରି ରାସ୍ତା ଅବରୋଧ କର
LAND JIHAD
ସାମ୍ନାକୁ ଆସିଲା ମାଲକାନଗିରି ଲ୍ୟାଣ୍ଡ ଜିହାଦ ପଛର ଚେହେରା
ଅର୍ଗସ ବ୍ୟୁରୋ: ସାମ୍ନାକୁ ଆସିଲା ମାଲକାନଗିରି ଲ୍ୟାଣ୍ଡ ଜିହାଦ ପଛର ଚେହେରା। ଲ୍ୟାଣ୍ଡ ଜିହାଦ ସହ ବିଜେଡି ଲିଙ୍କର ପର୍ଦ୍ଦାଫାସ୍ ହୋଇଛି । ଆପଣ ଦେଖୁଥିବା ଫଟୋରେ ଏ ବ୍ୟକ୍ତ