ମନ୍ଦିର ଭୋଗ ଖାଇ ଓଡ଼ିଆ ଯବାନଙ୍କ ମୃତ୍ୟୁ
by Argus News
Thu, Sep 05 | 11:30 a.m.

 ଢେଙ୍କାନଳ :  ଉତ୍ତରପ୍ରଦେଶ ବରୈଲିରେ ସହୀଦ ହେଲେ ଓଡ଼ିଆ ବୀର ଯବାନ ସନ୍ତୋଷ କୁମାର ବେହେରା। ମନ୍ଦିର ଭୋଗ ଖାଇ ମୃତ୍ୟୁ ହୋଇଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ତେବେ ଗତ ଶନିବାର ଦିନ ବରୈଲିରେ ଏକ ମନ୍ଦିରରେ ଯବାନ ମାନେ ଭୋଗ ଖାଇବା ପରେ ସେମାନଙ୍କ ମଧ୍ୟରୁ ୨୨ ଜଣ ଯବାନ ଅସୁସ୍ଥ ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ସନ୍ତୋଷଙ୍କର ମୃତ୍ୟୁ ହୋଇଛି ।

ସନ୍ତୋଷଙ୍କ ଘର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଜିରାଳ ଗାଁରେ। ସନ୍ତୋଷ ୨୦୦୬ ମସିହାରେ ସେନାରେ ଯୋଗ ଦେଇଥିଲେ। ବାପା ହାଡିବନ୍ଧୁ ବେହେରା ଓ ମାଆ ପିତା ବେହେରାଙ୍କର ବଡ଼ ପୁଅ ହେଉଛନ୍ତି ସନ୍ତୋଷ।  ତାଙ୍କ ମୃତ୍ୟୁରେ ଭାଙ୍ଗି ପଡିଛି ସମ୍ପୂର୍ଣ୍ଣ ପରିବାର।  
 ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ