ଗୋରୁ ଚାଲାଣ ଅଭିଯୋଗରେ ଡ୍ରାଇଭର ଗିରଫ
by Argus News
Mon, Oct 07 | 10:25 p.m.

ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା  ପୋଲିସ ଏକ ଗୋରୁ ବୋଝେଇ ଜବତ କରିବା ସହ ସହ ଡ୍ରାଇଭରକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଦେଓଗାଁ ଥାନା ସନ୍ଧିଜୋର ଗାଁର ଶ୍ରୀତମ ଚନ୍ଦନ ବୋଲି ଜଣାପଡିଛି। 

ଟିକ୍ରାପଡା ଫାଣ୍ଡି ସ୍ଥିତ ସିଙ୍ଗମୁଣ୍ଡା ଅଞ୍ଚଳରୁ ଏକ ବୋଲେରୋ ପିକଅପ ଗାଡ଼ି ନଂ ଓଡ଼ି୦୩ ଏସ ୮୦୩୨ ଯୋଗେ ବେଆଇନ ଭାବେ କଳାହାଣ୍ଡି ଜିଲ୍ଲା ବାଦୀପଡା ଅଞ୍ଚଳକୁ ଗୋରୁ ଚାଲାଣ ହେଉଥିବା ନେଇ କରମତିଳା ଓ ଛନଛଡା ଅଞ୍ଚଳର ଯୁବକମାନେ ଖବର ପାଇ ବୋଲେରୋ ପିକଅପ ଗାଡ଼ିକୁ କରମତଳା ଠାରେ ଅଟକାଇ ସଇଁତଳା ଥାନାକୁ ଖବର ଦେଇଥିଲେ। 

ଖବର ପାଇ ପୋଲିସ ଟିମ ପହଞ୍ଚି ଗୋରୁ ବୋଝଇ ଗାଡ଼ିକୁ ଜବତ କରିବା ସହ ଗାଈକୁ ଗାଁର କିଛି ଲୋକଙ୍କୁ ଜିମା ଦେଇଥିଲେ। ଅଭିଯୁକ୍ତଙ୍କୁ ଗିରଫ କରି ଟିଟିଲାଗଡ଼ କୋର୍ଟଚାଲାଣ କରିଛି ସଇଁତଲା ପୋଲିସ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

T-20 କ୍ରିକେଟରେ
T-20 କ୍ରିକେଟରେ ମହାରେକର୍ଡ ସୃଷ୍ଟି କଲେ କ୍ୟାପଟେନ ସୂର୍ଯ୍ୟକୁମାର
ଅର୍ଗସ ବ୍ୟୁରୋ: ବାଂଲାଦେଶ ବିପକ୍ଷ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବିଶାଳ ବିଜୟ ହାସଲ କରିଛି ଟିମ ଇଣ୍ଡିଆ । ଦମଦାର ବୋଲିଂ ଆଟାକ୍ ସହ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋର
ଗୋରୁ ଚାଲାଣ
ଗୋରୁ ଚାଲାଣ ଅଭିଯୋଗରେ ଡ୍ରାଇଭର ଗିରଫ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ପୋଲିସ ଏକ ଗୋରୁ ବୋଝେଇ ଜବତ କରିବା ସହ ସହ ଡ୍ରାଇଭରକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଦେଓଗାଁ ଥାନା ସନ୍ଧିଜୋର ଗାଁର ଶ୍ରୀତ
ଗ୍ରାହକଙ୍କୁ ଝଟକା
ଗ୍ରାହକଙ୍କୁ ଝଟକା ଦେଲା SBI, କ୍ରେଡିଟ୍ କାର୍ଡ଼ ନିୟମରେ ବଡ଼ ପରିବର୍ତ୍ତନ
ଅର୍ଗସ ବ୍ୟୁରୋ: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(SBI) ଗ୍ରାହକଙ୍କ ପାଇଁ ବଡ଼ ଖବର । ଅପଣ ବିଦ୍ୟୁତ , ଗ୍ୟାସ୍, ପାଣି ଭଳି ୟୁଟିଲିଟି ବିଲ୍ ପୈଠ କରିବା ପାଇଁ କ୍ରେଡିଟ୍ କାର୍ଡ ବ୍ୟବହାର କରୁଥିଲ