ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ  ଅନ୍ନ ଯୋଜନାର ଅବଧି ବଢିଲା 
by Argus News
Wed, Nov 29 | 3:42 p.m.

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ  ଅନ୍ନ ଯୋଜନାର ଅବଧି ବଢିଲା।  ଆଉ ୫ ବର୍ଷ ମାଗଣା ଚାଉଳ ଦେବେ କେନ୍ଦ୍ର ସରକାର।  କେନ୍ଦ୍ର କ୍ୟାବିନେଟ୍‌ ରେ ଏହି କୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। 

କ୍ୟାବିନେଟ୍‌ ଏହି ନିଷ୍ପତ୍ତି ନେଇ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।  ଉପକୃତ ହେବେ ୮୧ କୋଟି ୩୫ ଲକ୍ଷ ହିତାଧିକାରୀ। 2028  ଡିସେମ୍ବର  ଯାଏଁ ମାଗଣା  ଚାଉଳ ଯୋଗାଇବାକୁ କେନ୍ଦ୍ରର ନିଷ୍ପତ୍ତି। 
ଅଧିକ ପଢନ୍ତୁ  ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ