୨୮ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷାର ପ୍ରଭାବ
by Argus News
Thu, Jul 25 | 8:53 a.m.

ଅର୍ଗସ ବ୍ୟୁରୋ: ୨୮ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷାର ପ୍ରଭାବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଟ୍ବିନ ସିଟି ସମେତ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । 

ଆଗାମୀ ୪ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସପ୍ତାହେ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା