'ଫୋର୍ବସ' ତାଲିକାରେ କ୍ଷମତାଶାଳୀ ମହିଳା ଭାବେ ସ୍ଥାନ ପାଇଲେ ଅର୍ଥମନ୍ତ୍ରୀ
by Argus News
Thu, Dec 07 | 7:38 a.m.

ଅର୍ଗସ ବ୍ୟୁରୋ :  କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଏବଂ ସଙ୍ଗୀତକାର ଟେଲର୍‌ ସୱିଫ୍ଟ ମଧ୍ୟ ସାମିଲ ଅଛନ୍ତି। ଏହି ତାଲିକାରେ ନାମିତ ଅନ୍ୟ ତିନିଜଣ ଭାରତୀୟ ମହିଳା ହେଉଛନ୍ତି ଏଚସିଏଲ ନିଗମର ଏସଇଓ ରୋଶନୀ ନାଦର ମାଲହୋତ୍ରା , ଷ୍ଟିଲ ଅଥରିଟି ଅଫ ଇଣ୍ଡିଆର ଚେୟାରମ୍ୟାନ ସୋମା ମଣ୍ଡଳ ଏବଂ ବାୟୋକନ ପ୍ରତିଷ୍ଠାତା କିରଣ ମଜୁମଦାର-ଶୋ ।

ଅଧିକ ପଢନ୍ତୁ ଭାରତ ଖବର

ଏହି ତାଲିକାରେ ୟୁରୋପୀୟ କମିଶନ ମୁଖ୍ୟ ଉର୍ସୁଲା ଭନ ଡେର୍‌ ଲେୟନ ପ୍ରଥମ ସ୍ଥାନରେ ଅଛନ୍ତି। ଦ୍ୱିତୀୟ ସ୍ଥାନରେ ୟୁରୋପୀୟ ସେଣ୍ଟ୍ରାଲ ବ୍ୟାଙ୍କ ମାଲିକ ଖ୍ରୀଷ୍ଟାଇନ ଲାଗାର୍ଡ ଏବଂ ତୃତୀୟ ସ୍ଥାନରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ରହିଛନ୍ତି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ