ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଶେଷ
by Argus News
Sun, Apr 21 | 8:57 a.m.

ଅର୍ଗସ ବ୍ୟୁରୋ:  ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଶେଷ ହୋଇଛି। ହୋହଲ୍ଲା ଭିତରେ ଶେଷ ହୋଇଥିବା ବୈଠକରେ ମୁଖ୍ୟ ପ୍ରସଙ୍ଗ ପାଲଟିଥିଲା ସ୍ୱାସ୍ଥ୍ୟ ବିଭାଗର ଅପାରଗତା ଓ ଅବହେଳା ଏବଂ ବିଦ୍ୟୁତ୍ ବିଭାଗର ଅପାରଗତା। ଯାହାକୁ ନେଇ ଉପସ୍ଥିତ ବୁଦ୍ଧିଜୀବୀ,ସେବାୟତ ବିଭାଗୀୟ ଅଧିକାରୀଙ୍କ ଉପରେ ଖୁବ୍ ବର୍ଷିଥିଲେ। ସେପଟେ ସମସ୍ତ ବିଭାଗ ନିଜନିଜ ପ୍ରସ୍ତୁତି ରିପୋର୍ଟ ଆରଡିସିଙ୍କ ସମ୍ମୁଖରେ ପ୍ରଦାନ କରିଥିବା ବେଳେ ଅନ୍ୟ ବଳକା କାର୍ଯ୍ୟକୁ ଖୁବଶୀଘ୍ର ଶେଷ କରିବାକୁ ବୈଠକରେ ମତ ପ୍ରକାଶ ପାଇଛି।

ଅନ୍ୟପଟେ ଆସନ୍ତା ଦିନରେ ଆଇନମନ୍ତ୍ରୀଙ୍କ ଅଧକ୍ଷତାରେ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରାୟ 15ଲକ୍ଷ ପର୍ଯ୍ୟଟକଙ୍କ ପାଇଁ ବ୍ୟାପକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ସହ ସୂଚନା ପ୍ରଦାନ ପାଇଁ ଭିଡିଓ ୱାଲ୍ ସହ ବଡଦାଣ୍ଡରେ  ଟିକେଟ୍ ବୁକିଂ କାଉଣ୍ଟର   ଲଗାଯିବ ବୋଲି ବୈଠକରେ ଆଲୋଚନା ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:  
 

ମୁମ୍ବାଇରୁ ଲଣ୍ଡନ
1m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
3m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
5m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍