ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ଆଜି ପ୍ରଥମ ବୈଠକ  
by Argus News
Thu, Feb 29 | 9:02 a.m.

 ନୂଆଦିଲ୍ଲୀ:  ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ଆଜି ପ୍ରଥମ ବୈଠକ  । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ବସିବ ବୈଠକ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ୨୦୨୪ ନିର୍ବାଚନ ପାଇଁ ବୈଠକରେ ପ୍ରସ୍ତୁତ ହେବ ରଣନୀତି । ଲୋକସଭା ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ 100ରୁ 120 ପ୍ରାର୍ଥୀଙ୍କ ନାମ । ଏଥିରେ ମୋଦୀ, ଶାହା ଓ ରାଜନାଥଙ୍କ ଭଳି ହେଭିଓ୍ବେଟଙ୍କ ନା ରହିପାରେ  । 
ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ