ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ
by Argus News
Sat, Sep 21 | 3:50 p.m.

ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ସ୍କ୍ରବ ଟାଇଫସରେ ଜଣେ ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ରେ ପ୍ରଥମ ସ୍କ୍ରବ ଟାଇଫସ ରୋଗୀ ଙ୍କ ମୃତ୍ୟୁ I ମୃତକ ହେଲେ କଣ୍ଟାମାଲ ବ୍ଲକର ବରଡିପଦର ଗାଁ ର ରମେଶ କୁମ୍ବାର I ସେ କିଛି ଦିନ ହବ ଅଶୁସ୍ଥତା ହୋଇ କଣ୍ଟାମାଲ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି ହୋଇଥିଲେ ପରେ  ସେଠାରୁ ଗୁରୁତର ହେବାରୁ ବଲାଙ୍ଗିର ମେଡିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ପରୀକ୍ଷା ପରେ ସ୍କ୍ରାବ ଟାଇଫସ ରୋଗ ଚିହ୍ନଟ ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ୨ଦିନ ଚିକିତ୍ସା ପରେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛି । 

ଅଧିକ ପଢନ୍ତୁ ଓଡିଶା ଖବର...

ACCIDENT
12m ago
ରାଜପଥରେ ଦୁଇଟି କାରକୁ ଧକ୍କା ଦେଲା ଟ୍ରକ, ୫ ଆହତ
ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥଗୋଡିପଡା ଛକ ନିକଟରେ ଘଟିଛି ଦୁର୍ଘଟଣା। ରାଜପଥରେ ଦୁଇଟି କାରକୁ ପଛରୁ ଧକ୍କା ଦେଲା ଟ୍ରକ
CHIEF MINISTER
25m ago
କେନ୍ଦୁଝରରେ ମେଗା ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ: କେନ୍ଦୁଝରରେ ମେଗା ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ବିଭାଗ, ଓଏମସି, ALIMCO, ଏଲ୍‌ଭି ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ଏବଂ ସାମାଜି
ଆତିଶୀ ମର୍ଲେନ
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ
ଅର୍ଗସ ବ୍ୟୁରୋ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂ