ଅହମ୍ମଦାବାଦ ବିମାନବନ୍ଦରରୁ 4  ଆତଙ୍କବାଦୀ ଗିରଫ 
by Argus News
Mon, May 20 | 5:33 p.m.

 ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନବନ୍ଦରରୁ ୪ଜଣ ଇସଲାମିକ୍ ଷ୍ଟେଟ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଏପର୍ଯ୍ୟନ୍ତ ସେମାନଙ୍କର ପରିଚୟ ପ୍ରଦାନ କରାଯାଇନାହିଁ । ସୂଚନା ମୁତାବକ ଏହି ୪ ଜଣ ଆତଙ୍କବାଦୀ ଇସଲାମିକ୍ ଷ୍ଟେଟ୍ ସହ ଜଡିତ ବୋଲି କୁହାଯାଉଛି । କେବଳ ସେତିକି ନୁହେଁ ଏହି ଆତଙ୍କବାଦୀଙ୍କ କନେକସନ ଶ୍ରୀଲଙ୍କା ସହ ଜଡିତ ବୋଲି ମଧ୍ୟ କୁହାଯାଇଛି । ଏହି ୪ ଜଣ ଆତଙ୍କବାଦୀ ଅହମ୍ମଦାବାଦ ଆସୁଥିବାର ସୂଚନା ମିଳିଥିଲା । କେନ୍ଦ୍ରୀୟ ଏଜେନ୍ସି ଗୁଜରାଟ ଏଟିଏସ ସହ ଯୋଗାଯୋଗ କରି ସେମାନଙ୍କୁ ଅହମ୍ମଦାବାଦ ବିମାନ ବନ୍ଦରରୁ ଗିରଫ କରାଯାଇଛି । 

 ସେଣ୍ଟ୍ରାଲ ଏଜେନ୍ସି  ଗିରଫ ହୋଇଥିବା  ଆତଙ୍କୀଙ୍କୁ ପଚରାଉଚରା କରୁଛି। କୁହାଯାଉଛି କି ଆତଙ୍କୀଙ୍କୁ ଇହୁଦୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡିକୁ ଟାର୍ଗେଟ କରିବାକୁ ଆତଙ୍କବାଦୀମାନଙ୍କୁ ଏହି କାର୍ଯ୍ୟ ଦିଆଯାଇଥିଲା। ସେ କେବଳ ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ସଙ୍କେତକୁ ଅପେକ୍ଷା କରିଥିଲେ। ଅହମ୍ମଦାବାଦରୁ ତାଙ୍କୁ ଟାର୍ଗେଟ ଲୋକେଶନରେ ପହଞ୍ଚିବାର ଥିଲା।  ସେମାନଙ୍କୁ  ଏହିଠାରୁ ଅସ୍ତ୍ରଶସ୍ତ୍ର  ମିଳିବାର ଥିଲା। 

ଅଧିକ ପଢନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ