ଅଂଶୁଘାତ ମୁକାବିଲା ପାଇଁ ସଜାଗ ସ୍ୱାସ୍ଥ୍ୟ ବିଭାଗ
by Argus News
Wed, Apr 03 | 7:17 a.m.

ଅର୍ଗସ ବ୍ୟୁରୋ: ପ୍ରବଳ ଖରା ଓ ହିଟ୍ ୱେଭ୍‌ ସ୍ଥିତିକୁ ଦେଖି ଅଂଶୁଘାତ ମୁକାବିଲା ପାଇଁ ସଜାଗ ସ୍ବାସ୍ଥ୍ୟ ବିଭାଗ । ପ୍ରତି ଜିଲ୍ଲା ହସ୍ପିଟାଲରେ ୬ଟି ବେଡ୍, CHCରେ ୨ଟି ଓ PHCରେ ଗୋଟିଏ ଲେଖାଏଁ ବେଡ୍ ମହଜୁଦ ରଖିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ । ଯେଉଁଥିରେ AC କିମ୍ବା ୱାଟର କୁଲର ବ୍ୟବସ୍ଥା ରହିବ । ପର୍ଯ୍ୟାପ୍ତ ପରିମାଣର ପାଣି, ORS ରଖିବାକୁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଂଶୁଘାତ ମୁକାବିଲା ପାଇଁ ଯାହା ଆବଶ୍ୟକ- ଔଷଧଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବାକୁ ବି ନିର୍ଦ୍ଦେଶ ଦିଆଯାଇଛି । ଡାକ୍ତର ମାନେ ୨୪ ଘଂଟା କିଭଳି ରୋଟେଶନରେ ଡ୍ୟୁଟି କରିବେ ସେଥିପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ