ଅନ୍ୟ ଜଣେ ଯୁବକଙ୍କ ସହ ଫେରାର ହୋଇଥିବା ନେଇ ଅଭିଯୋଗ କଲେ ସ୍ୱାମୀ 
by Argus News
Sun, Dec 10 | 3:05 p.m.

କଟକ: 3ଟି ନାବାଳିକା କନ୍ୟା ସନ୍ତାନକୁ ଛାଡି ମାଆ ଫେରାର। ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା କେଂଟାଳୋ ଗାଁରେ। ଗତକାଲି ରାତିରେ ବାହାରକୁ ଶୌଚ ଆସିବାକୁ କହି କେଉଁଆଡ଼େ ଫେରାର ହୋଇଯାଇଥିବା ଅଭିଯୋଗ କରିଛନ୍ତି ଫେରାର ମହିଳାଙ୍କ ସ୍ୱାମୀ।

ଫେରାର ମହିଳାଙ୍କ ନାଁ ଲିଲି ପ୍ରଧାନ। ଲିଲିକୁ ସେହି ଅଞ୍ଚଳର ଜଣେ ଯୁବକ ପ୍ରଲୋଭନ ଦେଖାଇ ନେଇ ଯାଇଥିବା ଅଭିଯୋଗ କରିଛନ୍ତି ତାର ଘର ଲୋକେ। ତେବେ 3ଟି ନାବାଳିକା କନ୍ୟାଙ୍କୁ ଛାଡି ଲିଲି ଜଣେ ମାଆ ହୋଇ ଏପରି କିପରି କରିପାରିଲେ କିମ୍ବା ତାଙ୍କୁ  ଜୋର ଜବରଦସ୍ତ ଅପହରଣ କରାଯାଇଛି ଏନେଇ ତଦନ୍ତ କରି ଲିଲିଙ୍କୁ ଫେରାଇ ଆଣିବା ପାଇଁ ନିଶ୍ଚିନ୍ତକୋଇଲି ଥାନାରେ ଏତେଲା କରାଯାଇଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
9m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର