ପୀଡ଼ିତାଙ୍କ ଫଟୋ ଭାଇରାଲ ନେଇ ବର୍ଷିଲେ ସୁପ୍ରିମକୋର୍ଟ
by Argus News
Mon, Sep 30 | 9:10 p.m.

ନୂଆଦିଲ୍ଲୀ:  କୋଲକାତା ଆରଜି କର ହସପିଟାଲ ମାମଲା । ପୀଡ଼ିତାଙ୍କ ପରିଚୟ ଓ ଫଟୋ ଗଣମାଧ୍ୟମରେ ଘୁରି ବୁଲୁଥିବାରୁ ପୁଣିଥରେ ବର୍ଷିଛନ୍ତି ସୁପ୍ରିମକୋର୍ଟ । ସୋସିଆଲ ମିଡିଆ ସହ ଅନ୍ୟ ସମସ୍ତ ଗଣମାଧ୍ୟମ ରିପୋର୍ଟରୁ ପୀଡ଼ିତାଙ୍କ ଫଟୋ ଓ ପରିଚୟ ଗୋପାନ ରଖିବାକୁ ନିର୍ଦେଶ ଦୋହରାଇଛନ୍ତି ସର୍ବୋଚ୍ଚକୋର୍ଟ ।

ସିବିଆଇ ତଦନ୍ତରୁ ମାମଲାରେ ବହୁ ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଛି । ଆର୍ଥିକ ଅନିୟମିତତା ସହ ହତ୍ୟା ପ୍ରମାଣ ହଟାଇବାକୁ ଉଦ୍ୟମ ହୋଇଥିବା ପ୍ରମାଣ ମିଳିଛି । ସିବିଆଇ ଓ ରାଜ୍ୟ ସରକାରଙ୍କୁ ଆଗାମୀ ଶୁଣାଣି ସମୟରେ ତଥ୍ୟ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି 14 ଅକ୍ଟୋବରରେ ହେବ ।     

ଅଧିକ ପଢନ୍ତୁ ଭାରତ ଖବର 

ସତ୍ୟପାଠ
ଆସନ୍ତାକାଲି ଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି
ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ଆସନ୍ତାକାଲିଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। 21 ଦିନ ଯାଏଁ ଗ୍ରହଣ ହେ
ସୁପ୍ରିମକୋର୍ଟ
ପୀଡ଼ିତାଙ୍କ ଫଟୋ ଭାଇରାଲ ନେଇ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କୋଲକାତା ଆରଜି କର ହସପିଟାଲ ମାମଲା । ପୀଡ଼ିତାଙ୍କ ପରିଚୟ ଓ ଫଟୋ ଗଣମାଧ୍ୟମରେ ଘୁରି ବୁଲୁଥିବାରୁ ପୁଣିଥରେ ବର୍ଷିଛନ୍ତି ସୁପ୍ରିମକୋର୍ଟ । ସୋସିଆଲ ମିଡିଆ ସହ ଅନ୍ୟ ସମସ୍
ବସ୍
ଭାରସାମ୍ୟ ହରାଇଲା ବସ୍ , ଅଳ୍ପକେ ବର୍ତ୍ତିଲେ
ଅନୁଗୋଳ : ଅନୁଗୋଳରୁ ବଲାଙ୍ଗୀର ଯାଉଥିବା OSRTC ବସ୍ ଜରପଡା ଥାନା ଓଗୀ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାରୁ ଖସି ପଡିଥିବା ବେଳେ 50 ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତ