ଜିମ୍ବାୱେ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଦଳ
by Argus News
Tue, Jun 25 | 3:40 p.m.

ଅର୍ଗସ ବ୍ୟୁରୋ: ଜିମ୍ବାୱେ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ୧୫ ଜଣ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ । ତେବେ ଜିମ୍ବାୱେ ଗସ୍ତରେ ରୋହତି ଶର୍ମା, ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ମିଳିଛି । ସେହିପରି ବରିଷ୍ଠଙ୍କ ଅନୁପସ୍ଥିତିରେ ଶୁଭମନ ଗିଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ଆଇପିଏଲରେ ଦମଦାର ପ୍ରଦର୍ଶନ କରିଥିବା ଅଭିଷେକ ଶର୍ମା, ନୀତିଶ ରେଡ୍ଡି, ରିୟାନ ପରାଗଙ୍କୁ ଦଳରେ ସ୍ଥାନ ମିଳିଛି।

 

ଭାରତୀୟ ଦଳ: ଶୁଭମନ ଗିଲ(ଅଧିନାୟକ), ଯଶସ୍ୱ ଜୟସ୍ୱାଲ, ଋତରାଜ ଗାଏକ୍ୱାର୍ଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ, ଧ୍ରୁବ ଜୁରେଲ, ନୀତିଶ ରେଡ୍ଡି, ରିୟାନ ପରାଗ, ୱାସିଂଟନ ସୁନ୍ଦର, ରବି ବିଷ୍ନୋଇ, ଆଭେଶ ଖାନ, ଖଲିଲ ଅହମ୍ମଦ, ମୁକେଶ କୁମାର, ତୁଷାର ଦେଶପାଣ୍ଡେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା