ଅଣ୍ଡର-୧୯ ବିଶ୍ବକପ ଫାଇନାଲରେ ରବିବାର ଅଷ୍ଟ୍ରେଲିଆକୁ ଭେଟିବ ଇଣ୍ଡିଆ ଟିମ
by Argus News
Fri, Feb 09 | 1:19 p.m.

ଅର୍ଗସ ବ୍ୟୁରୋ: ଅଣ୍ଡର-୧୯ ବିଶ୍ବକପ ୨୦୨୪ ସିଜନର ଫାଇନାଲରେ ଏଣ୍ଟ୍ରି କରିସାରିଛି। ଏହି ଟୁର୍ଣ୍ଣାମେଣ୍ଟ ବର୍ତ୍ତମାନ ସାଉଥଆଫ୍ରିକାରେ ଖେଳାଚାଲିଛି। ଫାଇନାଲରେ ମୁହଁମୁହିଁ ହେବେ ଭାରତ ଅଷ୍ଟ୍ରେଲିଆ। ଏହି ଜବରଦସ୍ତ ମ୍ୟାଚ ରବିବାର ଖେଳାଯିବ। ଆଉ ସମସ୍ତଙ୍କ ନଜର ଏହି ମ୍ୟାଚ ଉପରେ। କାରଣ ଭାରତ ଏବଂ ଅଷ୍ଟ୍ରେଲିଆ ଦିନିକିଆ ମ୍ୟାଚରେ ଭାରତକୁ ୬ ଓ୍ବିକେଟରେ ପରାସ୍ତ କରିଥିଲା। ଆଉ ଏହାର ପ୍ରତିଶୋଧ ନେବାର ପୁରାପରି ସୁଯୋଗ ରହିଛି ୧୯ବର୍ଷରୁ କମ ଭାରତୀୟ ଟିମ ପାଖରେ। 

ଭାରତୀୟ ଟିମ ସେମିଫାଇନାଲ ମୁକାବିଲାରେ ସାଉଥଆଫ୍ରିକାକୁ ୨ଓ୍ବିକେଟରେ ହରାଇ ଫାଇନାଲରେ ପ୍ରବେଶ କରିଛି। ସେହିପରି ଦ୍ବିତୀୟ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ଟିମ ପାକିସ୍ତାନକୁ ହରାଇ ଫାଇନାଲରେ ଏଣ୍ଟ୍ରି କରିଛି। ରବିବାର ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ କଡା ଟକ୍କର ହେବ। ତେବେ ଏହି ମ୍ୟାଚ ଅତ୍ୟନ୍ତ ମଜାଦାର ହେବ ବୋଲି ସବୁଠି ଚର୍ଚ୍ଚା। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ