ବିଭିନ୍ନ ଦାବି ନେଇ କଳା ବ୍ୟାଚ ପିନ୍ଧିଲେ ସାମ୍ବାଦିକ
by Argus News
Thu, Mar 14 | 8:42 p.m.

 ବୌଦ୍ଧ:  କଣ୍ଟାମାଳ ବ୍ଲକରେ କାର୍ଯ୍ୟରତ ସାମ୍ବାଦିକ ମାନେ ବିଭିନ୍ନ. ଦାବି ନେଇ କଳା ବ୍ୟାଚ ପିନ୍ଧି ଆସନ୍ତାକାଲି ଧାରଣାରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି | ଏ ସମ୍ପର୍କରେ ଜିଲ୍ଲାପାଳ ଓ ଏସ ପି ଙ୍କୁ ମେଲ ଯୋଗେ ଲିଖିତ ଅଭିଯୋଗ କରିଛନ୍ତି | ଏ ସମ୍ପର୍କରେ ଏକ ଜରୁରୀ ବୈଠକ ଆଜି ମନମୁଣ୍ଡା ସ୍ଥିତ ଡାକ ବଙ୍ଗଳା ଠାରେ ଅନୁଷ୍ଠିତ ହୋଇଥିଲା | ଏହି ବୈଠକରେ ବ୍ଲକର ସାମ୍ବାଦିକ ମାନେ ଉପସ୍ଥିତ ରହିଥିଲେ I

ବୟସ୍କ ସାମ୍ବାଦିକଙ୍କୁ ପେନସନ, ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ପ୍ରଚଳିତ ସ୍ଵାସ୍ଥ୍ୟ ବୀମା ଯୋଜନାରେ ପିତାମାତା ଓ ୨୫ ବର୍ଷରୁ ଉର୍ଦ୍ଧ୍ଵ ସନ୍ତାନ ମାନଙ୍କୁ ସାମିଲ୍,ଅଧିସ୍ବୀକୃତି କମିଟି ପୁନର୍ଗଠନ ଓ ନିୟମାନୁଯାୟୀ ବ୍ୟାପକ ଅଧିସ୍ବୀକୃତି ପ୍ରଦାନ,ପ୍ରେସ୍ ଏକାଡେମୀ ଗଠନ ଆଦି ଅନେକ ଦାବି ନେଇ ସାମ୍ବାଦିକ ମାନେ  ଆସନ୍ତାକାଲି କଣ୍ଟାମାଳ ବ୍ଲକ ପରିସରରେ ପ୍ରତୀକ ଧାରଣାରେ ବସିବାକୁ ନିଷ୍ପତ୍ତି ଗ୍ରହଣ କରାଗଲା |

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

MODI
ବିଜେଡି ସରକାରକୁ ଧୋଇଦେଲେ ମୋଦି
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ଶାସନ କରୁଛି କିଏ ? ନବୀନ ବାବୁ ସିଏମ ଅଛନ୍ତି ହେଲେ ସୁପର ସିଏମ ଅନ୍ୟ ଜଣେ । ରାଜ୍ୟର ସରକାର ଏବେ ପୂରା ଆଉଟ ସୋର୍ସିଂ ହୋଇଯାଇଛି । ଫୁଲବାଣୀ, ବଲାଙ୍ଗିର ପରେ କିଛ
CM NAVEEN PATNAIK
ବଲାଙ୍ଗିର ପହଞ୍ଚୁ ପହଞ୍ଚୁ ବର୍ଷିଲେ ମୋଦି, ବିଜେଡି ଯିବାର କାଉଣ୍ଟ ଡାଉନ୍‌ ଆରମ୍ଭ !
ଅର୍ଗସ ବ୍ୟୁରୋ : ଆକ୍ରମଣ ହେଲା ଆହୁରି ଶାଣିତ । ନବୀନଙ୍କ ନାଁନେଇ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନରେ ଥଥମମ ବିଜେଡି ନେତା । ମଂଚରେ ଚଢୁଚଢୁ ସିଧା କହିଲେ, ଏଥ
MODI
ନବୀନଙ୍କୁ ଧୋଇଲେ ମୋଦି : କହିଲେ, ବିନା କାଗଜରେ ୩୦ ଜିଲ୍ଲାର ନାଁ କହିପାରିବେନି
ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଚାବି ସମ୍ଭାଳିପାରୁନାହାନ୍ତି ସରକାର କଣ ସମ୍ଭାଳିବେ ? ଇଏ ଏମିତି ମୁଖ୍ୟମନ୍ତ୍ରୀ ଯିଏ କି, ବିନା କାଗଜରେ ନିଜ ଜିଲ୍ଲାର ନାଁ କହିପାରୁନାହାନ୍ତି କି ରାଜ୍ୟ