ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ କଲେ ଆଇନମନ୍ତ୍ରୀ
by Argus News
Wed, Jul 03 | 11:48 a.m.

ଅଧିକ ପଢନ୍ତୁ :  ରତ୍ନ ଭଣ୍ଡାର ଖୋଲିବା ନିଶ୍ଚିତ । ନିଷ୍ପତ୍ତି ସରିଛି । ଖୁବଶୀଘ୍ର ଏ ନେଇ ମୋଡ଼ାଲିଟ ପ୍ରସ୍ତୁତ ହେବ । ବୈଠକ ପରେ ତାରିଖ ମଧ୍ୟ ସରକାର ଘୋଷଣା କରିବେ ଏବଂ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ । କିନ୍ତୁ ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମ ରେ ରତ୍ନ ଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ଗୁଜବ କୁ ଲୋକେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଅପିଲ କଲେ ଆଇନ ମନ୍ତ୍ରୀ ।

ଅଧିକ ପଢନ୍ତୁ : ଜୁଲାଇ ୮ରୁ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାମ

ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ନାନା ପ୍ରକାରର ଗୁଜବ ମିଛ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏହାକୁ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାହେବା ତାରିଖ ଘୋଷଣା କରାଯିବ । 

କୁସୁମା ପ୍ରୋଜେକ୍ଟ
ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍
ଅର୍ଗସ ବ୍ୟୁରୋ: କୁସୁମା ପ୍ରୋଜେକ୍ଟ ନେଇ କ୍ରୀଡ଼ା ବିଭାଗର ସ୍ପଷ୍ଟୀକରଣ । ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍ । ପୌରପାଳିକାର ମିଛର ପୋଲ୍ ଖୋଲିଲା କ୍ରୀଡ଼ା ବିଭା
ସୁଧା ମୂର୍ତ୍ତି
ରାଜ୍ୟସଭାରେ ଗର୍ଭାଶୟ କର୍କଟ କଥା ଉଠାଇଲେ ସୁଧା ମୂର୍ତ୍ତି
ଅର୍ଗସ ବ୍ୟୁରୋ: ସୁଧା ମୂର୍ତ୍ତି । ନିଜର ସାଧାରଣ ଜୀବନଯାପନ ଲାଗି ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ହେଲେ ଏବେ ରାଜ୍ୟସଭାରେ ସେ ଯେଉଁପରି ଭାବରେ ଓଜ୍ଵସୀ ଭାଷଣ ଦେଇଛନ୍ତି ତାହାକୁ ନେଇ ପୁର
ଡେଙ୍ଗୁ
ଗତବର୍ଷ ଅପେକ୍ଷା ରାଜ୍ୟରେ ଡେଙ୍ଗୁ କେସ ୧୦୦ ରୁ ୧୫୦ ଅଧିକ ରହିଛି
ଭୁବନେଶ୍ୱର: ଚିନ୍ତା ବଢ଼ାଉଛି ଡେଙ୍ଗୁ । ବର୍ତ୍ତମାନ ବଲାଙ୍ଗିର ଜିଲ୍ଲା ସଇଁତଳାର ଏକ ଗାଁ ହଟସ୍ପଟ୍ ହୋଇଛି । ୧୧ ଡେଙ୍ଗୁ କେସ୍ ସେହି ସ୍ଥାନରେ ଚିହ୍ନଟ ହୋଇଛି । ଗତବର୍ଷ ଅପେକ୍ଷା ରାଜ୍ୟର