ଆଇନମନ୍ତ୍ରୀ କହିଲେ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ
by Argus News
Thu, Jul 11 | 12:21 p.m.

ଅର୍ଗସ ବ୍ୟୁରୋ: ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ମୋହର ମାରିଛି ପରିଚାଳନା କମିଟି । ଗତକାଲି ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ଆଜି ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ । 

ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ନିଷ୍ପତ୍ତି ନିଆଯିବ । ସବୁଠୁ ବଡ କଥା ହେଲା, ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ । ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖ ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଘନ କୁହୁଡ଼ି
2m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
19m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
27m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ