୨୦ରୁ ୨୨ ଆସନ ପାଇଁ ଘୋଷଣା ହେବ ବିଜେପି ପ୍ରାର୍ଥୀ
by Argus News
Thu, Apr 11 | 12:41 p.m.

ଅର୍ଗସ ବ୍ୟୁରୋ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ସବୁ ଦଳ ନିଜ ନିଜ ଏଜେଣ୍ଟା ନେଇ ଭୋଟରଙ୍କ ପାଖକୁ ଯାଉଛନ୍ତି। ଏହାରି ଭିତରେ ଆଜି ଆସିପାରେ ବିଜେପିର ପ୍ରାର୍ଥୀ ତାଲିକା। 20ରୁ 22 ଆସନ ପାଇଁ ଘୋଷଣା ହେବ ପ୍ରାର୍ଥୀ । ରାଉରକେଲା ଗସ୍ତ ଅବସରରେ bjp ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ସୂଚନା। ସୁନ୍ଦରଗଡର ସମସ୍ତ ଲୋକସଭା ଓ ବିଧାନସଭା ଆସନରେ ଜିତିବେ ବୋଲି ତୋମାରଙ୍କ ଦମ୍ଭୋକ୍ତି । ଲୋକେ ସତର୍କ ହେଲେଣି, ସବୁ ସତ ଜାଣିଲେଣି। ତେବେ ଚଳିତ ନିର୍ବାଚନ ପାଇଁ ଏବେଠୁ ସବୁଠି ଦେଖିବାକୁ ମିଳିଲାଣି ନିର୍ବାଚନୀ ମାହୋଲ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍