ପୁଣି ଏକ  ବଡଧରଣର ଟ୍ରେନ୍ ଦୁର୍ଘଟଣା, ଚାଲିଗଲା ୧୨ ଜୀବନ   
by Argus News
Wed, Feb 28 | 9:19 p.m.

ନୂଆଦିଲ୍ଲୀ:  ଝାଡଖଣ୍ଡର ଜମତାରାର କାଲଝାରିଆରେ ଏକ ବଡଧରଣ ଟ୍ରେନ୍ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଅନେକ ମୃତାହାତ ସୂଚନା ।  ଏକାଧିକ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ଆଜି ସଂଧ୍ୟାରେ ଜାମତଡା ଷ୍ଟେସନ ନିକଟରେ ଅଟକିଥିବା ଏକ ପାସେଞ୍ଜର ଟ୍ରେନରୁ ଓହ୍ଲାଇବା ପରେ ଯାତ୍ରୀମାନେ ରେଳଧାରଣା ପାର ହେଉଥିବା ବେଳେ ଦୁର୍ଘଟଣା ଘଟିଛି ।

ଅଧିକ ପଢନ୍ତୁ  : ଆନ୍ଧ୍ର-ଓଡ଼ିଶା ସୀମାରେ ଭୟଙ୍କର ଟ୍ରେନ ଦୁର୍ଘଟଣା

ଘଟଣାସ୍ଥଳରେ ରେଳବାଇ ଅଧିକାରୀ ଓ ଆରପିଏଫ ଟିମ୍‌ ସମେତ ଉଦ୍ଧାରକାରୀ ଟିମ ପହଞ୍ଚିଛନ୍ତି । ଯୁଦ୍ଧକାଳୀନଭିତ୍ତିରେ ଉଦ୍ଧାର ଅପରେସନ ଜାରି ରହିଛି । 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି