ସାଉଥ ଆଫ୍ରିକାର ଡର୍ବାନ ଷ୍ଟାଡିୟମରେ ଆଜିଠୁ ଖେଳାଯିବ ମ୍ୟାଚ
by Argus News
Sun, Dec 10 | 9:06 a.m.

ଅର୍ଗସ ବ୍ୟୁରୋ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଖେଳାଯିବ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ। ସେଥିପାଇଁ କ୍ରିକେଟ ପ୍ରେମୀ ଉତ୍ସାହିତ ଅଛନ୍ତି। ୩ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଡର୍ବାନରେ ଖେଳାଯିବ। ଆହତ କାରଣରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନୁପସ୍ଥିତିରେ ସୂର୍ଯ୍ୟକୁମାରଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଦଳ ।

ତେବେ ଘରୋଇ ପରିବେଶରେ ଅଷ୍ଟ୍ରେଲିଆ ବିପକ୍ଷରେ ୪-୧ରେ ଶୃଙ୍ଖଳା ଜିତିବା ପରେ ଭାରତୀୟ ମନୋବଳ ଦୃଢ ରହିଛି । ତେବେ ବିଦେଶ ମାଟିରେ ଦଳର ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିଛି । ବିଶେଷ କରି ବିସ୍ପୋରକ ବ୍ୟାଟିଂ ଉପରେ ଲକ୍ଷ୍ୟ ରଖିଛି ଦଳ । ଟି-୨୦ ବିଶ୍ୱକପକୁ ଆଉ ମାତ୍ର ୬ମାସରୁ କମ ସମୟ ବାକି ଥିବା ବେଳେ ପ୍ରସ୍ତୁତିରେ ଉଭୟ ଦଳ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ