'ପରିତ୍ୟକ୍ତ ବୋରୱେଲରୁ ନବଜାତ ଶିଶୁକନ୍ୟା ସୁରକ୍ଷିତ ଭାବେ ଉଦ୍ଧାର ହେବା ଖବର ଆଶ୍ୱସ୍ତ କରିଛି'
by Argus News
Wed, Dec 13 | 7:37 a.m.

ଭୁବନେଶ୍ୱର: ସମ୍ବଲପୁରରେ ବୋରୱେଲରୁ ନବଜାତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟ୍ । କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି, ସମ୍ବଲପୁରର ଲାରିପାଲି ସ୍ଥିତ ଶ୍ରୀରାମ ବୁଢା ଜଙ୍ଗଲଠାରେ ପରିତ୍ୟକ୍ତ ବୋରୱେଲରୁ ନବଜାତ ଶିଶୁକନ୍ୟା ସୁରକ୍ଷିତ ଭାବେ ଉଦ୍ଧାର ହେବା ଖବର ଆମ ସମସ୍ତଙ୍କୁ ଆଶ୍ବସ୍ତ କରିଛି । ମାଆ ସମଲେଶ୍ବରୀଙ୍କ ପାଖରେ ଶିଶୁଟିର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି । ଉଦ୍ଧାରକାରୀ  ଟିମ୍‌ର ସଦସ୍ୟଙ୍କୁ ଧନ୍ୟବାଦ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ବିଟ୍ କରିଛନ୍ତି ।

 

ଶେଷରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଛୁଆଟି ବୋରୱେଲରେ ପଡ଼ିଥିବା ଜଣାପଡ଼ିବାର ସାଢ଼େ ୬ ଘଣ୍ଟା ପରେ ତାକୁ ଉଦ୍ଧାର କରାଯାଇଛି। ଉଦ୍ଧାର ହେବା ପରେ ଛୁଆଟିକୁ ଡାକ୍ତରଖାନା ନିଆଯାଇଛି। 

ବୋରୱେଲ୍ ଗାତରେ କଇଁ କଇଁ କାନ୍ଦୁଛି ନବଜାତକ

୭୭ତମ
57m ago
୭୭ତମ କ୍ୟାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ବର୍ଯ୍ୟାଙ୍କ ଜଲଓ୍ବା
ଅର୍ଗସ ବ୍ୟୁରୋ: ୭୭ ତମ କାନସ୍ ଫିଲ୍ମ ଫେଷ୍ଟିଭାଲରେ ଚମକିଲେ ଐଶ୍ୱର୍ଯ୍ୟା । ଝିଅ ଆରାଧ୍ୟା ସହ ରେଡ କାରପେଟ ଚାଲିଲେ ବଲିଉଡର ନୀଳ ନୟନା। ଫ୍ରାନ୍ସରେ ଆୟୋଜିତ ହେଉଥିବା ଲୋକପ୍ରିୟ ଫିଲ୍
VK PANDIAN
ନବୀନଙ୍କ ସାମ୍ନାରେ ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ପାଣ୍ଡିଆନ !
ଅର୍ଗସ ବ୍ୟୁରୋ: ସଭା ମଂଚରେ ପୁଣି ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ବିଜେଡିର ନମ୍ବର-୨ ନେତା ଭି.କେ ପାଣ୍ଡିଆନ । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ କହିଲେ 'ସନ୍ଥ କବି'
BJD
ଭୋଟ୍‌ ପାଇଁ ବିଡାବିଡା ନୋଟ୍ ବାଣ୍ଟୁଛି ବିଜେଡି !
ଅର୍ଗସ ବ୍ୟୁରୋ: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗସ୍ତ ପୂର୍ବରୁ ଲୋକଙ୍କ ଘରେ ପହଞ୍ଚି ବିଡାବିଡା ନୋଟ୍ ବାଣ୍ଟୁଛନ୍ତି । ସମ୍ବଲପୁର ସଭାରେ ଯୋଗ ଦେବା ସହ ଶଙ୍ଖ ଚିହ୍ନରେ ଭୋ