ଧାନ ବିଲରେ ପଡ଼ି ବୃଦ୍ଧ ମୃତ
by Argus News
Wed, Nov 29 | 3:34 p.m.

ଅର୍ଗସ ବ୍ୟୁରୋ: ଧାନ ବିଲରେ ପଡ଼ି 50 ବର୍ଷ ବୟସ୍କ ଜଳେଶ୍ବର ମଲିକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ ଆଜି ସକାଳେ ଜଳେଶ୍ଵର ମଲିକ ନିଜ ଧାନ କ୍ଷେତକୁ ଦେଖି ଯାଇଥିଲେ। କିନ୍ତୁ ଆଉ ଘର କୁ ଫେରି ନ ଥିଲେ। 

ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି ପରେ ବିଲକୁ ଯାଇ ଦେଖିଲା ବେଳେ ବିଲ ପାଣିରେ ପଡ଼ି ମୃତ୍ୟୁବରଣ କରିଥିବା ଜାଣିବାକୁ ପାଇଲେ । ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏପରି ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି ବାଲିଗୁଡ଼ା NAC ଅନ୍ତର୍ଗତ ଏକ ନମ୍ବର ୱାର୍ଡ ବଡ଼ଗାଁରେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ