ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ
by Argus News
Wed, Oct 23 | 1:33 p.m.

ଅର୍ଗସ ବ୍ୟୁରୋ :  ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ । ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀଙ୍କ ସୂଚନା । 
ସେପଟେ ଧାମରା- ଭିତରକନିକା ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି ।

ଅଧିକ ପଢନ୍ତୁ : "ଦାନା" ସ୍ଥଳଭାଗ ଛୁଇଁବା ପୂର୍ବରୁ ଆରମ୍ଭ ହେଲା ବର୍ଷା

ସନ୍ଧ୍ୟା ପରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା , ଗଞ୍ଜାମ , ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । 
 

SUBHADRA YOJANA
now
ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି
ନିର୍ବନ୍ଧ ପରେ ଆରମ୍ଭ
18m ago
ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ
ଅର୍ଗସ ବ୍ୟୁରୋ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କର
CYCLONE UPDATE
46m ago
ଉତ୍ତର ଓଡିଶାରେ ଆରମ୍ଭ ହେଲାଣି ବର୍ଷା...
ଭୁବନେଶ୍ୱର: ସ୍ଥଳଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି