ଉତ୍ତରପ୍ରଦେଶ ଏବଂ ଗୋରଖପୁର ଲୋକମାନଙ୍କୁ ଆଗଧାଡିରେ ସ୍ଥାନ ମିଳୁଛି: ଯୋଗୀ ଆଦିତ୍ୟନାଥ
by Argus News
Mon, Dec 04 | 3:25 p.m.

ଅର୍ଗସ ବ୍ୟୁରୋ:  ଅଳ୍ପ କିଛି ଲୋକଙ୍କ ପାଇଁ ଦେଶରେ ବଦନାମ ହୋଇଥିଲା ଉତ୍ତରପ୍ରଦେଶ । କିନ୍ତୁ ଏବେ ଉତ୍ତରପ୍ରଦେଶ ପ୍ରତି ଲୋକମାନଙ୍କ ଧାରଣା ବଦଳିଛି । ଉତ୍ତରପ୍ରଦେଶ ଏବଂ ଗୋରଖପୁର ଲୋକମାନଙ୍କୁ ଆଗଧାଡିରେ ସ୍ଥାନ ମିଳୁଛି । ଗୋରଖପୁରରେ ରେଗାଲିଆ ରିସୋର୍ଟ ଏବଂ ବ୍ୟାଙ୍କୁଏଟ୍ ହଲ୍ ଉଦଘାଟନ ଅବସରରେ ଏହା କହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।  ଗତ ଫେବ୍ରୁଆରି ମାସରେ 40 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି । ପୂର୍ବରୁ ଏହି ପରିମାଣ 10ରୁ 12 ଲକ୍ଷ କୋଟି ମଧ୍ୟରେ ସୀମିତ ଥିଲା । ସମୟ ସହିତ ତାଳଦେଇ ଉତ୍ତରପ୍ରଦେଶ ଆଗକୁ ବଢୁଥିବା କହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ଅଧିକ ପଢ଼ନ୍ତୁ ଦେଶ ଖବର:
 

PM MODI
3m ago
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍
ଦାଦାଗିରି
37m ago
ଭଟଲିରେ ସୁଶାନ୍ତ ସିଂଙ୍କ ଦାଦାଗିରି
ଭୁବନେଶ୍ୱର: ଭଟଲିରେ ବିଜେଡି ବିଧାୟକ ସୁଶାନ୍ତ ସିଂଙ୍କ ଦାଦାଗିରି । ରାମାୟଣ ପରେ ମହାଭାରତ କରିବାକୁ ଚେତାବନୀ । ଭୋଟରଙ୍କୁ ଧମକ ଦେଉଛନ୍ତି ସୁଶାନ୍ତଙ୍କ ଗୁଣ୍ଡାବାହିନୀ
ପ୍ରସନ୍ନ ଆଚାର୍ଯ୍ୟ
45m ago
ରେଢାଖୋଲ ସଭାରେ ପ୍ରସନ୍ନ ଦେଖାଇଲେ ନବୀନଙ୍କୁ ଆଇନା
ଭୁବନେଶ୍ୱର: ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ପ୍ରଧାନମନ୍ତ୍ରୀଙ୍କ ଭାଷା । ମୋଦି ପଚାରିଥିଲେ ଅପାର ସମ୍ପଦ ଥାଇ ବି କାହିଁକି ଗରିବ ଓଡ଼ିଶା । ରେଢାଖୋଲ ସଭାରେ ପ୍ରସନ୍ନ ଦେଖାଇଲ