ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି ପୋଲିସ
by Argus News
Fri, Oct 25 | 4:36 p.m.

ଅର୍ଗସ ବ୍ୟୁରୋ : ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି । ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ ଏମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଉଦ୍ଧାର କରିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ବିରୋଧରେ ପାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।

ଅଧିକ ପଢନ୍ତୁ : ସଲମାନ ଖାନ୍‌ଙ୍କୁ ପୁଣି ଧମକ; ମୁମ୍ଵାଇ ଟ୍ରାଫିକ୍ ପୋଲିସକୁ ଆସିଲା ମେସେଜ

ସ୍ପେଶାଲ ସେଲ ଦ୍ୱାରା ଗିରଫ ହୋଇଥିବା ୭ଜଣ ସୁଟରଙ୍କୁ ବାବା ସିଦ୍ଦିକୀଙ୍କ ମାମଲାରେ ପଚରାଉଚରା କରାଯାଇପାରିବ। ବାବା ସିଦ୍ଦିକୀଙ୍କ ହତ୍ୟା ପରେ ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ ସାରା ଦେଶରେ ସକ୍ରିୟ ହୋଇ ଲରେନ୍ସ ବିଷ୍ଣୋଇଙ୍କ ବିଭିନ୍ନ ସ୍ଥାନ ଉପରେ କ୍ରମାଗତ ଭାବେ ଟାର୍ଗେଟ କରୁଛି।
 

ସନ୍ଧ୍ୟା ବେଳର
16m ago
ସନ୍ଧ୍ୟା ବେଳର ଖବର ସଂକ୍ଷେପରେ...
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା ... ହବାଳିଖଟିରେ ଲ୍ୟାଣ୍ଡଫଲ ବେଳେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସହ ଲୋକଙ୍କ ମନରେ ଛନକା ଭରିଲ
RAINS
19m ago
ବାତ୍ୟା ପରେ ଆନନ୍ଦପୁରରେ ପ୍ରବଳ ବର୍ଷା
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ଲ୍ୟାଣ୍ଡଫଲ ପରେ ଆନନ୍ଦପୁର ଉପଖଣ୍ଡରେ ବର୍ଷାର ପରିମାଣ ବଢିବାରେ ଲାଗିଛି। ଲଗାଣ ବର୍ଷା ଏବଂ ପବନ ଯୋଗୁଁ ଆନନ୍ଦପୁର ଉପଖଣ୍ଡର ବିଭିନ୍
VILLAGERS
53m ago
ରାସ୍ତା ନଥିବାରୁ ଗ୍ରାମବାସୀ ନିଜେ ନିର୍ମାଣ କଲେ ଗାଁ ରାସ୍ତା
ଅର୍ଗସ ବ୍ୟୁରୋ: ନିଜ ଗାଁ ପାଇଁ ରାସ୍ତା ନିର୍ମାଣ କରୁଛନ୍ତି ଗ୍ରାମବାସୀ। ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ କୁଟିକିଆ ପଞ୍ଚାୟତ ର 5 ଟି ଗାଁ କ