ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
by Argus News
Wed, Jun 26 | 10:16 a.m.

ଅର୍ଗସ ବ୍ୟୁରୋ: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଜୁଲାଇ ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ । ଏହାପରେ ଜୁଲାଇ ୬ରୁ ୯ ତାରିଖ ମଧ୍ୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।ପୁରୀ ଯାଇ ରଥ ଟାଣିବାର ରହିଛି କାର୍ଯ୍ୟକ୍ରମ । 

ଅଧିକ ପଢନ୍ତୁ ଭାରତ ଖବର 
 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ