ଦେଶରେ ନିୟନ୍ତ୍ରଣକୁ ଆସୁଛି ଦରଦାମ ବୃଦ୍ଧି
by Argus News
Fri, Apr 12 | 9:37 p.m.

ଅର୍ଗସ ବ୍ୟୁରୋ:  ଲୋକସଭା ନିର୍ବାଚନ ପୂର୍ବରୁ ସାଧାରଣ ଲୋକଙ୍କ ପାଇଁ ବଡ଼ ଆଶ୍ବସ୍ତି। ଦେଶରେ ନିୟନ୍ତ୍ରଣକୁ ଆସୁଛି ଦରଦାମ ବୃଦ୍ଧି।  ମାର୍ଚ୍ଚ ମାସରେ ଖୁଚୁରା ମୁଦ୍ରାସ୍ଫୀତି 4.85 ପ୍ରତିଶତକୁ ଖସି ଆସିଛି। ଏଥିସହ 5 ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ମୁଦ୍ରାସ୍ଫୀତି। ଫେବ୍ରୁଆରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି 5.9 ପ୍ରତିଶତ ଥିଲା। ଯେତେବେଳେ କି 2023 ମାର୍ଚ୍ଚ ମାସରେ ଏହି ହାର 5.66 ପ୍ରତିଶତ ଥିଲା।  ନ୍ୟାସନାଲ ଷ୍ଟେଟିକଲ ଅଫିସ ଏନଏସଓ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

ସର୍ବଭାରତୀୟ ନିଟ
7m ago
ସର୍ବଭାରତୀୟ ନିଟ ପରୀକ୍ଷାରେ ସଫଳ ହେବା ସହ ଡାକ୍ତର ହେବେ ଦିପୁ
ଅର୍ଗସ ବ୍ୟୁରୋ: ଜୀବନର ସଂଘର୍ଷ ତାଙ୍କୁ ଶିଖାଇଦେଇଛି ବଞ୍ଚିବା। ଯେଉଁ ବୟସରେ ବାପାଙ୍କ ହାତ ଧରି ଏ ଦୁନିଆକୁ ଦେଖିବା କଥା। ସେ ବୟସରେ ବିଧାତା ବି ତାଙ୍କୁ କଷଣ ଦେଇଛି। କିନ୍ତୁ ବାପାଙ୍
ମାଓ ପ୍ରବଣ ଅଞ୍ଚଳରେ
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି