ନିର୍ବାଚନ ତାରିଖ ଘୋଷଣା ପରେ ପ୍ରଥମଥର ପାଇଁ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
by Argus News
Thu, Apr 04 | 10:21 a.m.

ଅର୍ଗସ ବ୍ୟୁରୋ:  ବିହାରରେ ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିର୍ବାଚନ ତାରିଖ ଘୋଷଣା ପରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ବିହାର ଗସ୍ତରେ ଯାଉଛନ୍ତି । ବିହାର ଜମ୍ମୁଇ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ। ଏହାପରେ ସେ ପଶ୍ଚିମବଂଗ କୁଚବିହାରରେ ପ୍ରଚାର କରିବେ । କୁଚବିହାରରେ ବ୍ୟାପକ ହିଂସା ହେଉଥିବାରୁ ସେଠାରେ ଅଧିକ ସଂଖ୍ୟକ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ଅପରାହ୍ନ ୩ଟା ୩୦ରେ ପ୍ରଧାନମନ୍ତ୍ରୀ କୁଚବିହାରରେ ଉଦବୋଧନ ଦେବେ ।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଆଜି ଉତ୍ତରାଖଣ୍ଡ ଯାଇ ପିଥୋରଗଡ, ବିକାଶ ନଗରରେ  ପ୍ରଚାର କରିବେ ।...କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଅମିତ ଶାହ ତାମିଲନାଡୁରେ ଆଜି୪ଟି ରୋଡ ଶୋ କରିବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢ଼ନ୍ତୁ ଦେଶ ଖବର: 

4 SUSPECTED ISIS
7m ago
ଗିରଫ ହେଲେ ଆଇଏସଆଇଏସର ୪ଜଣ ଆତଙ୍କବାଦୀ
ଅର୍ଗସ ବ୍ୟୁରୋ : ବଡ଼ ଯୋଜନା ହେଲା ବିଫଳ । ଗିରଫ ହେଲେ ଆଇଏସଆଇଏସର ୪ଜଣ ଆତଙ୍କୀ । ସେମାନଙ୍କୁ ଗିରଫ କରି ପଚାରାଉଚରା କରୁଛି ଗୁଜିରାଟ୍ ‘ଏଟିଏସ୍’ । ଏହି ୪ଜଣ ଆତଙ୍କବାଦ
DIARRHEA CASE
10m ago
କଟକିଆସାହିରେ ବ୍ୟାପୁଛି ଝାଡ଼ାବାନ୍ତି, ଲୋକଙ୍କ ମଧ୍ୟରେ ଆତଙ୍କ
ଅର୍ଗସ ବ୍ୟୁରୋ : ଆଠଗଡ଼ କଟକିଆସାହି ପଞ୍ଚାୟତ ପାଟେଣୀଗାଁରେ ଝାଡ଼ାବାନ୍ତି ଆତଙ୍କ । ଗୋଟିଏ ଗାଁରେ ୩୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ । ଦୂଷିତ ପାନୀୟଜଳ ପିଇ ଝାଡ଼ାବାନ୍ତ
ରତ୍ନଭଣ୍ଡାର
40m ago
ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି
ଭୁବନେଶ୍ୱର: ରତ୍ନଭଣ୍ଡାରକୁ ନେଇ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି । ଚାବି ଯିଏ ହଜେଇଛି, ସିଏ ରତ୍ନ ଚୋରି କରିଛି । ପାଣ୍ଡିଆନ ସ୍ପଷ୍ଟ କରିବେ କି ରତ୍