ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
by Argus News
Thu, Nov 30 | 8:21 a.m.

ଅର୍ଗସ ବ୍ୟୁରୋ: ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ମହିଳା ମାନଙ୍କର ନେତୃତ୍ବାଧୀନ ବିକାଶ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍‌ କେନ୍ଦ୍ରର ଶୁଭାରମ୍ଭ କରିବେ । ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଡ୍ରୋନ୍ ପ୍ରଦାନ କରାଯିବ । ଏହାସହ ଏମ୍ସ ଦେଓଘରରେ ଐତିହାସିକ ୧୦ ହଜାର ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । 

ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସମନ୍ବୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି । ଦେଶର ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଗଣପର୍ବ ନୂଆଁଖାଇକୁ
9m ago
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା
ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରର
ପେଟ୍ରୋଲ ଢାଳି
27m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା