୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି
by Argus News
Mon, Dec 04 | 7:59 a.m.

ନୂଆଦିଲ୍ଲୀ:  4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।

ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ । 

ଅଧିକ ପଢନ୍ତୁ ଭାରତ ଖବର 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି