ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ ସ୍କୁଲ
by Argus News
Wed, Sep 25 | 7:32 a.m.

ଅର୍ଗସ ବ୍ୟୁରୋ:  ଚଳିତ ବର୍ଷ ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପାଇଁ ସ୍କୁଲ ଗୁଡିକ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି । ଗତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତି କରି ଯୋଗାଇ ଦିଆଯାଇଥିଲା । କିନ୍ତୁ ଚଳିତବର୍ଷ ବୋର୍ଡ ପକ୍ଷରୁ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଦିଆଯିବ ନାହିଁ । ସ୍କୁଲ ଗୁଡିକ ସେମାନଙ୍କର ନିଜସ୍ବ ପ୍ରଶ୍ନପତ୍ର ପ୍ରସ୍ତୁତ କରି ନିର୍ଦ୍ଦିଷ୍ଟ ସମୟରେ ପରୀକ୍ଷା କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ବିଲୁଆ
3m ago
ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ରେଞ୍ଜ ଅଧିନସ୍ଥ ହାତୀଓଟ, ଯେମାଦେଇପୁର, ପ୍ରାଣପୁରଦେଇପୁର ଗ୍ରାମରେ ବିଲୁଆ ଆକ୍ରମଣରେ ୨୦ ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସକାଳେ ଏଭଳି ଘଟଣ
ଆସୁଛନ୍ତି ନଡ୍ଡା
5m ago
ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ରାଜ୍ୟ ପଦାଧିକାରୀ
ଜାହାଜ କାରଖାନା
8m ago
୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତିଆରି ହେବ ଜାହାଜ । ଭଦ୍ରକ ଜିଲ୍ଲାରେ ‌ନେପ୍‌ଚୁନ୍‌ସ ସିପ୍‌ ବିଲ୍‌ଡର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ୍ ଲିମିଟେଡ୍‌ ୯୩୪.୫