ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
by Argus News
Sat, May 18 | 3:21 p.m.

ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ । ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ମହିଳା ଭୋଟରଙ୍କ ସଂଖ୍ୟା ୩୯ ଲକ୍ଷ ୪୫ ହଜାର । ପୁରୁଷ ଭୋଟର ୪୦ ଲକ୍ଷ ୩୩ ହଜାର ୯୯୨ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ସ୍ଥାନରେ ୯୧୬୨ଟି ମତଦାନ କେନ୍ଦ୍ର ରହିବ । ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୨୫ ଟି ବୁଥ pwd କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୧୫୪୧ ଆଦର୍ଶ ବୁଥ ରହିବ ।  ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାଥି ରହିଛନ୍ତି । ଲାଇଭ ଷ୍ଟ୍ରିମିଙ୍ଗ ୬୦ ପ୍ରତିଶତ ବୁଥ ରେ ହେବ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ