ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ
by Argus News
Tue, Jun 11 | 8:29 a.m.

ଅର୍ଗସ ବ୍ୟୁରୋ: ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ। ଆଗାମୀ ୩,୪ ଦିନ ପର୍ଯ୍ୟନ୍ତ ଅଗ୍ରସର ନ ହୋଇପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇପାରୁ ନ ଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି।

ଆଗାମୀ ୫ ଦିନ ଉତ୍ତର ,ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ। ଦିନ ତାପମାତ୍ରା ୨,୩ ଡିଗ୍ରୀ ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ