ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇ ପ୍ରତିବାଦ କଲେ ଛାତ୍ରଛାତ୍ରୀ
by Argus News
Sat, Dec 02 | 12:50 p.m.

ବଲାଙ୍ଗୀର : ବିଦ୍ୟାଳୟରେ ଶିକ୍ଷକ ନଥିବାରୁ ସ୍କୁଲରେ ତାଲା ପକାଇ ପ୍ରତିବାଦ। ଆଜି ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଚିକଲବାହାଲ ଗାଁରେ। ଗାଁରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଅଛି। ପିଲାଙ୍କୁ ପାଠ ପଢାଇବା ପାଇଁ ଆବଶ୍ୟକ ଶିକ୍ଷକ ନାହାନ୍ତି। ଏହି ପ୍ରତିବାଦରେ ଗତକାଲି ରାତିରେ ସ୍କୁଲର ତାଲା ଭାଙ୍ଗି ଗୋଟିଏ ନୂଆ ତାଲା ପକାଇ ଦେଇଛନ୍ତି ଛାତ୍ରଛାତ୍ରୀ। ଏବଂ ପାଖରେ ଏକ ଚିଠି ପକାଇ ଦେଇଛନ୍ତି।

ଅଧିକ ପଢନ୍ତୁ : ମିଛ ହେଲା ପ୍ରତିଶ୍ରୁତି : ସ୍କୁଲ ନୁହେଁ ଦାଦନ ଯାଉଛନ୍ତି ଦଶମ ପିଲା

ଚିଠିରେ ଉଲ୍ଲେଖ ଅଛି ଶିକ୍ଷକ ଦାବିରେ ବାରମ୍ବାର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜଣାଇଲୁ। ଶିକ୍ଷକ ପଦବୀ ପୂରଣ ପରିବର୍ତ୍ତେ ଏଠାରୁ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେସନରେ ପଠାଇଲେ। ଯାହାର ପ୍ରତିବାଦରେ କରି ଛାତ୍ରଛାତ୍ରୀ ସ୍କୁଲ ସମ୍ମୁଖରେ ଧାରଣାରେ ବସିଛନ୍ତି । 


 

ଉଚ୍ଚ ଜୁଆର
now
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
3m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ