ଟ୍ରକ୍‌କୁ ପଛରୁ ପିଟିଲା ପରିବା ବୋଝେଇ ପିକଅପ୍‌
by Argus News
Thu, Sep 19 | 9:47 a.m.

ଅର୍ଗସ ବ୍ୟୁରୋ: ସଡ଼କ ଦୁର୍ଘଟଣାରେ ୨ ମୃତ। ଟ୍ରକ୍‌କୁ ପଛରୁ ପିଟିଲା ପରିବା ବୋଝେଇ ପିକଅପ୍‌ ଭ୍ୟାନ। ଏହି ଦୁର୍ଘଟଣାରେ 2 ଜଣଙ୍କ ମୃତ୍ୟୁ ଘଟିଛି।  ହିଞ୍ଜିଳି ଥାନା ପିତଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା।

2ମୃତକ ଧରାକୋଟ ଥାନା ସୁନ୍ଦରାପଲ୍ଲୀ ଗାଁର ହୋଇଥିବା ସୂଚନା ମିଳିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ