ଉଦ୍ଧାର କାର୍ଯ୍ୟର ସଫଳତାକୁ ନେଇ ସମସ୍ତଙ୍କୁ ଶୁଭେଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ
by Argus News
Tue, Nov 28 | 10:25 p.m.

ଅର୍ଗସ ବ୍ୟୁରୋ : ଉତ୍ତରାଖଣ୍ଡ ଉତ୍ତରକାଶୀରେ ଘଟିଥିବା ଟନେଲ ଦୁର୍ଘଟଣାରେ ଉଦ୍ଧାର ହେଲେ ସମସ୍ତ ଶ୍ରମିକ । ଟନେଲ ଫସିଯାଇଥିଲେ ୪୧ ଜଣ ଶ୍ରମିକ ।  ସମସ୍ତେ ସୁରକ୍ଷିତ ଥିବା ଜଣାପଡିଛି । ତେବେ ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରି ଖୁସି ବ୍ୟକ୍ତ କରିଛନ୍ତି । ସେ ନିଜ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରି ଶ୍ରମିକ ଏବଂ ଉଦ୍ଧାରକାରୀ ଦଳଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ