ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ 
by Argus News
Fri, Jul 26 | 11:38 a.m.

ଭୁବନେଶ୍ୱର:  ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ 17 ହାଜର 761 ଶିକ୍ଷକ ପଦବୀ ଖାଲି ଅଛି ।

ଖୁବଶୀଘ୍ର 16ହଜାର 519 ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା କଥା ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି । ସେ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ।.ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନରେ ସୁରୁଖୁରୁରେ ଚାଲିଲା ପ୍ରଶ୍ନକାଳ ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ