ସତ୍ୟବାଦୀରେ ବୁଲୁଛି ବାଘ ! ଭାଇରାଲ ହେଉଛି ବାଘ ବୁଲୁଥିବାର ଭିଡିଓ
by Argus News
Mon, Feb 26 | 10:15 p.m.

ଅର୍ଗସ ବ୍ୟୁରୋ : ସତ୍ୟବାଦୀରେ ବୁଲୁଛି ବାଘ ! ଇନ୍ଦିପୁର ନିକଟ ଭଣ୍ଡାରିଦଣ୍ଡା ଧାନ ବିଲରେ ବାଘ ବୁଲୁଥିବାର ଦେଖିବାକୁ ମିଳିଛି।  ବାଘ ବୁଲୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି । ଯାହାକୁ ନେଇ କୁମାରପଡା, ମଧୁବନ, ଭଣ୍ଡାରୀଦଣ୍ଡା ଗାଁରେ କୋକୁଆ ଭୟ ସୃଷ୍ଟି ହୋଇଛି । ସେପଟେ ଗାଁକୁ ବନବିଭାଗ ଏକ ଟିମ୍ ଯାଇଛି । ଭୟଭୀତ ନହେବାକୁ ପରାମର୍ଶ ଦେଲେ ପୁରୀ ଡିଏଫଓ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆସନ୍ତା ଦୁଇ ଦିନ ମଧ୍ୟର
13m ago
ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ। ଉତ୍ତର-ପଶ୍ଚି
ଆଜି ଚାଷୀଙ୍କୁ
23m ago
ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବ
ଗଣପର୍ବ ନୂଆଁଖାଇକୁ
46m ago
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା
ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରର