୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ 
by Argus News
Fri, Apr 19 | 3:47 p.m.

ବୌଦ୍ଧ: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି।  ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ଆଜି ଜୈନିକ ଶିକ୍ଷୟତ୍ରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ରଙ୍ଗେ ହାତ ଧରିଲା ବୌଦ୍ଧ ଭିଜିଲାନ୍ସ ।

ଶିକ୍ଷୟତ୍ରୀ ଅନୁଷୟା ନାୟକ ଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସ ର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ । ଏହା ସହିତ ବରିଷ୍ଠ କିରାଣୀଙ୍କ ବାସ ଭବନରେ ମଧ୍ୟ ଭିଜିଲାନ୍ସ ବିଭାଗ ଦ୍ୱାରା ବିଭିନ୍ନ କାଗଜ ପାତ୍ର ଯାଞ୍ଚ କରୁଥିବା ବେଳେ ବିଭାଗ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ଭୟାବହ ଅଗ୍ନିକାଣ୍ଡ
12m ago
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାର
TANKA
12m ago
ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହି ୨୦୦ ଟଙ୍କା ଦିଆ ଯାଇଛି
ଅର୍ଗସ ବ୍ୟୁରୋ: ର୍ନିବାଚନ ଯେତେ ପାଖେଇ ଆସୁଛି ବର୍ତ୍ତମାନ ସେତେ ଜୋରରେ ପ୍ରଚାର ପ୍ରସାର କରାଯାଉଛି । ଆଉ ଭୋଟରଙ୍କୁ କିଣିବା ପାଇଁ ସଭାରେ ପୁଳା ପୁଳା ଟଙ୍କା ଵଣ୍ଟା ଯାଉଛି । ନବୀନଙ୍
TIGER
23m ago
ଧରାପଡିଲା ସହରୀ ବାଘ
ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ