ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର
by Argus News
Wed, Sep 18 | 11:36 a.m.

ଅର୍ଗସ ବ୍ୟୁରୋ: ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର  । ଭୟଭୀତ ଅବସ୍ଥାରେ 8 ଟି ପଞ୍ଚାୟତର ଲୋକେ। ଘରେ ହେଉ କି ବାହାରେ ସବୁଠି ଲହଡି ମାରୁଛି ସୁବର୍ଣ୍ଣରେଖା ନଦୀର ପାଣି । ପାଣି ଘେରରେ ଅନେକ ପଞ୍ଚାୟତ ରହିଛି । ଆଗକୁ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବଢିଲେ ଅନେକ କ୍ଷୟକ୍ଷତି ହେବାର ଆଶଙ୍କା କରାଯାଇଛି। ସେପଟେ ବାଲେଶ୍ବର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ଥିତି ପରଖିବା ସହ ବନ୍ୟା ସ୍ଥିତି କରିବେ ସମୀକ୍ଷା ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ